Genesis 28:21 — Compare Translations
5 translations compared side by side
Odia - 1840
"ଯଦି ପରମେଶ୍ବର ମାେତେ ନିରାପଦ ରେ ମାେ ଗୃହକୁ ଫରୋଇ ଆଣନ୍ତି। ତବେେ ସଦାପ୍ରଭୁ ମାରେ ପରମେଶ୍ବର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ଵର ହେବେ,
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର ମୋତେ ନିରାପଦରେ ମୋ’ ଗୃହକୁ ଫେରାଇ ଆଣନ୍ତି। ତେବେ ସଦାପ୍ରଭୁ ମୋର ପରମେଶ୍ୱର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,