Genesis 28:22 — Compare Translations

5 translations compared side by side

Odia - 1840
"ମୁଁ ଏହି ପଥରଖଣ୍ଡକୁ ଏକ ସ୍ମରଣାର୍ଥକ ପ୍ରସ୍ତର ସ୍ଥାପନ କରିବି। ଏହା ପରମେଶ୍ବରଙ୍କର ଏକ ପବିତ୍ରସ୍ଥାନ ହବେ। ଆଉ ତୁମ୍ଭେ ଯାହା ସବୁ ମାେତେ ଦବେ, ତହିଁର ଦଶମାଂଶ ମୁଁ ତୁମ୍ଭକୁ ଅବଶ୍ଯ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ଵରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ପଥରଖଣ୍ଡକୁ ଏକ ସ୍ମରଣାର୍ଥକ ପ୍ରସ୍ତର ରୂପେ ସ୍ଥାପନ କରିଅଛି। ଏହା ପରମେଶ୍ୱରଙ୍କର ଏକ ପବିତ୍ର ସ୍ଥାନ ହେବ। ଆଉ ତୁମ୍ଭେ ଯାହାସବୁ ମୋତେ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭକୁ ଅବଶ୍ୟ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହାସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।”