Genesis 28:3 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ ପରମେଶ୍ବର ଆଶୀର୍ବାଦ କରି ଅନକେ ଜନସମାଜ ହବୋ ପାଇଁ ୟଥେଷ୍ଟ ବଂଶଧର କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବଶକ୍ତିମାନ୍ ପରମେଶ୍ଵର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବ; ଓ ବହୁପ୍ରଜାବ; କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ଅନେକ ଜନସମାଜ ହେବା ପାଇଁ ଯଥେଷ୍ଟ ବଂଶଧର କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।