Genesis 28:4 — Compare Translations

5 translations compared side by side

Odia - 1840
"ପରମେଶ୍ବର ଅବ୍ରହାମଙ୍କୁ ସେ ଆଶୀର୍ବାଦ କଲା ପରି ତୁମ୍ଭଠା ରେ ଓ ତୁମ୍ଭ ବଂଶକୁ ଆଶୀର୍ବାଦ ଦେଉ। ତହିଁରେ ପରମେଶ୍ବର ତୁମ୍ଭର ପ୍ରବାସ ସ୍ଥାନ ଯେଉଁଠା ରେ ତୁମ୍ଭେ ବାସ କରୁଛ। ବର୍ତ୍ତମାନ, ତାହା ପରମେଶ୍ବର ଅବ୍ରହାମଙ୍କୁ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ଵର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅବ୍ରହାମଙ୍କୁ ଆଶୀର୍ବାଦ କଲା ପରି ତୁମ୍ଭଠାରେ ଓ ତୁମ୍ଭ ବଂଶକୁ ଆଶୀର୍ବାଦ ଦେଉନ୍ତୁ। ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଯେଉଁଠାରେ ତୁମ୍ଭେ ବର୍ତ୍ତମାନ ବାସ କରୁଛ। ତାହା ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”