Genesis 28:5 — Compare Translations
5 translations compared side by side
Odia - 1840
"ଏହାପରେ ଇସ୍ହାକ ଯାକୁବକୁ ବିଦାଯ କରନ୍ତେ ସେ ପଦ୍ଦନ ଅରାମ ରେ ଲାବନକୁ ବଥୁଯଲରେ ପୁତ୍ର ଅରାମୀଯ ଅର୍ଥାତ୍ ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ୟାତ୍ରା କଲେ। ରିରିକା ଯାକୁବ ଏବଂ ଏଷୌର ମାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ହାକ ଯାକୁବକୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ହାକ ଯାକୁବକୁ ବିଦାୟ କରନ୍ତେ ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଅର୍ଥାତ୍ ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ଲାବନ ନିକଟକୁ ଯାତ୍ରା କଲେ। ରିରିକା ଯାକୁବ ଏବଂ ଏଷୌର ମାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।