Genesis 28:8 — Compare Translations
5 translations compared side by side
Odia - 1840
"ଏଷୌ ଏକଥା ଜାଣିଲେ ଯେ ତାଙ୍କର ପିତା ଚାହୁଁ ନାହାଁନ୍ତି ତାଙ୍କର ପୁତ୍ର କିଣାନୀଯ କନ୍ଯାକୁ ବିବାହ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
Odia Bible ERV 2004 (ପବିତ୍ର ବାଇବଲ)
ଏଷୌ ଏ କଥା ଜାଣିଲେ ଯେ ତାଙ୍କର ପିତା ଗ୍ଭହୁଁ ନାହାନ୍ତି ତାଙ୍କର ପୁତ୍ର କିଣାନୀୟ କନ୍ୟାକୁ ବିବାହ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି
Odia IRV 2017 (ଓଡିଆ ବାଇବେଲ)
ଏହା ଦେଖି ଏଷୌ ଆପଣା ପିତା ଇସ୍ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି