Genesis 28:9 — Compare Translations

5 translations compared side by side

Odia - 1840
"ଏଷୌର ଦୁଇଟି କିଣାନୀଯ ସ୍ତ୍ରୀ ଥିଲେ। କିନ୍ତୁ ଏହାପରେ ସେ ଇଶ୍ମାଯଲକେୁ ଗଲେ ଓ ଆଉ ଏକ ସ୍ତ୍ରୀକୁ ବିବାହ କଲେ। ସେ ମହଲତ୍କୁ ବିବାହ କଲେ। ଇଶ୍ମାଯଲରେ କନ୍ଯା। ଇଶ୍ମାଯଲେ ଅବ୍ରହାମର ପୁତ୍ର। ମହଲତ୍ ନବାଯୋତର ଭଉଣୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣାର ଭାର୍ଯ୍ୟାଗଣ ଥିଲେହେଁ ଇଶ୍ମାଏଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାଏଲର ପୁତ୍ରୀ ନବାୟୋତର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଷୌର ଦୁଇଟି କିଣାନୀୟ ସ୍ତ୍ରୀ ଥିଲେ। କିନ୍ତୁ ଏହା ପରେ ସେ ଇଶ୍ମାଏଲକୁ ଗଲେ ଓ ଆଉ ଏକ ସ୍ତ୍ରୀକୁ ବିବାହ କଲେ ସେ ଇଶ୍ମାଏଲର କନ୍ୟା ମହଲ‌‌‌‌‌ତ୍‌‌‌‌‌କୁ ବିବାହ କଲେ। ଇଶ୍ମାଏଲ ଅବ୍ରହାମଙ୍କର ପୁତ୍ର। ମହଲତ୍ ନବାୟୋତର ଭଉଣୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।
Odia IRV 2017 (ଓଡିଆ ବାଇବେଲ)
ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।