Genesis 29:1 — Compare Translations

5 translations compared side by side

Odia - 1840
"ଏହାପରେ ଯାକୁବ ତାଙ୍କର ୟାତ୍ରା ଚାଲୁ ରଖିଲେ, ସେ ପୂର୍ବଦିଗସ୍ଥ ଦେଶକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ରାହେଲଙ୍କୁ ସାକ୍ଷାତ କଲେ ଏହା ପରେ ଯାକୁବ ତାଙ୍କର ଯାତ୍ରା ଗ୍ଭଲୁ ରଖିଲେ, ସେ ପୂର୍ବଦିଗସ୍ଥ ଦେଶକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।