Genesis 29:10 — Compare Translations

5 translations compared side by side

Odia - 1840
"ରାହେଲ ଥିଲା ଲାବନ୍ର ଝିଅ। ଲାବନ ଥିଲେ ଯାକୁବର ମା' ରିବିକାର ଭାଇ। ଯାକୁବ ଯେତବେେଳେ ମାତୁଳ ଲାବନର କନ୍ଯା ମଷେ ସହିତ ରାହେଲକୁ ଦେଖିଲା, ସେ ୟାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମଷେମାନେ ଜଳପାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯାକୁବ ଆପଣା ମାତୁଳ ଲାବନର କନ୍ୟା ରାହେଲକୁ ଓ ମାତୁଳର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାତୁଳ ଲାବନର ପଲକୁ ଜଳ ପାନ କରାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ ଥିଲେ ଲାବନର ଝିଅ। ଲାବନ ଥିଲେ ଯାକୁବର ମା’ ରିବିକାର ଭାଇ। ଯାକୁବ ଯେତେବେଳେ ମାତୁଳ ଲାବନର କନ୍ୟା ମେଷ ସହିତ ରାହେଲକୁ ଦେଖିଲେ, ସେ ଯାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମେଷମାନେ ଜଳପାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।