Genesis 29:11 — Compare Translations
5 translations compared side by side
Odia - 1840
"ଏହାପରେ ଯାକୁବ ତାଙ୍କୁ ଚୁମ୍ବନ ଦଲୋ ଏବଂ କାନ୍ଦିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ରାହେଲକୁ ଚୁମ୍ଵନ କରି ଉଚ୍ଚ ସ୍ଵରରେ କ୍ରନ୍ଦନ କରିବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ ତାଙ୍କୁ ଚୁମ୍ବନ ଦେଲେ ଏବଂ କାନ୍ଦିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚ ସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।