Genesis 29:12 — Compare Translations
5 translations compared side by side
Odia - 1840
"ଯାକୁବ ରାହେଲକୁ କହିଲେ, ଯେ ସେ ହେଉଛନ୍ତି ରିବିକାର ପୁତ୍ର। ତେଣୁ ରାହେଲ ଘରକୁ ଦୌଡ଼ିୟାଇ ତାଙ୍କ ପିତାଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପେ ଯେ ତାହାର ପିତାର କୁଟୁମ୍ଵ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ରାହେଲକୁ କହିଲେ ଯେ, ସେ ହେଉଛନ୍ତି ରିବିକାର ପୁତ୍ର। ତେଣୁ ରାହେଲ ଘରକୁ ଦୌଡ଼ିଯାଇ ତାଙ୍କ ପିତାଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।