Genesis 29:13 — Compare Translations
5 translations compared side by side
Odia - 1840
"ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷଯ ରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚିମ୍ବନ ଦେଲେ। ଏବଂ ତାଙ୍କୁ ତାଙ୍କ ସହିତ ତାଙ୍କ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି ତାହାକୁ ଆଲିଙ୍ଗନ ଓ ଚୁମ୍ଵନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷୟରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚୁମ୍ବନ ଦେଲେ। ଏବଂ ତାଙ୍କୁ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।