Genesis 29:14 — Compare Translations
5 translations compared side by side
Odia - 1840
"ଏହାପରେ ଲାବନ କହିଲେ, ଏହା ଆଶ୍ଚର୍ୟ୍ଯ! ତୁମ୍ଭେ ମାେ ବଂଶଧର। ତେଣୁ ଯାକୁବ ଲାବନଙ୍କ ଘ ରେ ଏକ ମାସ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲାବନ କହିଲା, ତୁମ୍ଭେ ନିତା; ଆମ୍ଭର ଅସ୍ଥି ଓ ମାଂସସ୍ଵରୂପ । ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲାବନ କହିଲେ, “ଏହା ଆଶ୍ଚର୍ଯ୍ୟ! ତୁମ୍ଭେ ମୋ’ ବଂଶଧର।” ତେଣୁ ଯାକୁବ ଲାବନଙ୍କ ଘରେ ଏକ ମାସ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।