Genesis 29:15 — Compare Translations
5 translations compared side by side
Odia - 1840
"ଦିନେ ଲାବନ ଯାକୁବକୁ କହିଲେ, ତୁମ୍ଭେ ମାରେ କୁଟୁମ୍ବ ବୋଲି କଣ ବିନା ବର୍ତ୍ତନ ରେ ମାରେ ଦାସକର୍ମ କରିବ? ଏଣୁ କି ବର୍ତ୍ତନ ନବୋ? ତାହା କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲାବନ ଯାକୁବକୁ କହିଲା, ତୁମ୍ଭେ ମୋହର କୁଟୁମ୍ଵ ବୋଲି କି ବିନା ବର୍ତ୍ତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଲାବନ ଯାକୁବଙ୍କୁ ଫାନ୍ଦରେ ପକାଇଲେ ଦିନେ ଲାବନ ଯାକୁବଙ୍କୁ କହିଲେ, “ତୁମ୍ଭେ ମୋର କୁଟୁମ୍ବ ବୋଲି କ’ଣ ବିନା ବର୍ତ୍ତନରେ ମୋର ଦାସକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”