Genesis 29:17 — Compare Translations

5 translations compared side by side

Odia - 1840
"ରାହେଲ ବହୁତ ସୁନ୍ଦରୀ, ରୂପବତି ଥିଲେ ଏବଂ ଲୟୋର କୋମଳ ଦୁର୍ବଳ ଥିଲା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାହେଲ ବହୁତ ସୁନ୍ଦରୀ, ରୂପବତୀ ଥିଲେ ଏବଂ ଲେୟାର ନୟନ କୋମଳ ଓ ଦୁର୍ବଳ ଥିଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।