Genesis 29:18 — Compare Translations

5 translations compared side by side

Odia - 1840
"ଯାକୁବ ରାହେଲକୁ ପ୍ ରମେ କଲେ। ଯାକୁବ ଲାବନକୁ କହିଲେ, ମୁଁ ତୁମ୍ଭ ପାଇଁ ସାତବର୍ଷ କାମ କରିବି ଯଦି ତୁମ୍ଭେ ମାେତେ ତୁମ୍ଭର ସାନ ଝିଅ ରାହେଲ ସହିତ ବିବାହ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ରାହେଲକୁ ପ୍ରେମ କଲେ। ଯାକୁବ ଲାବନକୁ କହିଲେ, “ମୁଁ ତୁମ୍ଭ ପାଇଁ ସାତ ବର୍ଷ କାମ କରିବି ଯଦି ତୁମ୍ଭେ ମୋତେ ତୁମ୍ଭର ସାନ ଝିଅ ରାହେଲ ସହିତ ବିବାହ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”