Genesis 29:19 — Compare Translations
5 translations compared side by side
Odia - 1840
"ଲାବନ କହିଲା, ଅନ୍ୟକୁ ବିବାହ କରିବା ଅପେକ୍ଷା ସେ ତୁମ୍ଭକୁ ବିବାହ କଲେ ନିଶ୍ଚିତ ଭଲ ହବେ। ତେଣୁ ତୁମ୍ଭେ ମାେ ସହିତ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲାବନ କହିଲା, ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଲାବନ କହିଲା, “ଅନ୍ୟକୁ ବିବାହ କରିବା ଅପେକ୍ଷା ସେ ତୁମ୍ଭକୁ ବିବାହ କଲେ ନିଶ୍ଚିତ ଭଲ ହେବ। ତେଣୁ ତୁମ୍ଭେ ମୋ’ ସହିତ ରୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋ’ ନିକଟରେ ଥାଅ।”