Genesis 29:2 — Compare Translations

5 translations compared side by side

Odia - 1840
"ଯାକୁବ ଦେଖିଲେ, ସହେି ଭୂମିରେ ଏକ କୂପ। ସହେି ମଷେମାନେ, ସହେି କୂପ ନିକଟରେ ବିଶ୍ରାମ ନେଉଥିଲେ। ଏହା ହେଉଛି ସହେି ସ୍ଥାନ, ମଷେମାନେ ଜଳପାନ କରୁଥିଲେ। ଗୋଟିଏ ବଡ଼ ଶୀଳାଖଣ୍ଡ କୂପର ମୁହଁ ଘାଡ଼ୋଇ ରଖିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ତିଏ ବଡ଼ ପଥର ଘୋଡ଼ା ହୋଇଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ ଦେଖିଲେ, ସେହି ଭୂମିରେ ଏକ କୂପ। ମେଷମାନେ, ସେହି କୂପ ନିକଟରେ ବିଶ୍ରାମ ନେଉଥିଲେ। ଏହା ହେଉଛି ସେହି ସ୍ଥାନ, ମେଷମାନେ ଜଳପାନ କରୁଥିଲେ। ଗୋଟିଏ ବଡ଼ ଶୀଳାଖଣ୍ଡ କୂପର ମୁହଁ ଘୋଡ଼ାଇ ରଖିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।