Genesis 29:20 — Compare Translations
5 translations compared side by side
Odia - 1840
"ତେଣୁ ଯାକୁବ ତାଙ୍କ ସହ ସଠାେରେ ସାତବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ କମ ସମୟ ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ତାଙ୍କ ସହ ସେଠାରେ ସାତ ବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ୍ କମ ସମୟ ପରି ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।