Genesis 29:21 — Compare Translations

5 translations compared side by side

Odia - 1840
"ସାତବର୍ଷ ପରେ ଯାକୁବ ଲାବନକୁ କହିଲେ, ମାେତେ ରାହେଲକୁ ଦିଅ ମୁଁ ତାଙ୍କୁ ବିବାହ କରିବି। ତୁମ୍ଭ ପାଇଁ ମାରେ କାମ କରିବା ସମୟ ସରିୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯାକୁବ ଲାବନକୁ କହିଲା, ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସାତ ବର୍ଷ ପରେ ଯାକୁବ ଲାବନକୁ କହିଲେ, “ମୋତେ ରାହେଲକୁ ଦିଅ ମୁଁ ତାଙ୍କୁ ବିବାହ କରିବି। ତୁମ୍ଭ ପାଇଁ ମୋର କାମ କରିବା ସମୟ ସରି ଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋ’ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”