Genesis 29:23 — Compare Translations
5 translations compared side by side
Odia - 1840
"ସହେିଦିନ ରାତି ରେ ଲାବନ ଯାକୁବଙ୍କ ପାଇଁ ତାଙ୍କର ଝିଅ ଲୟୋକୁ ଆଣିଲେ। ଯାକୁବ ଏବଂ ଲୟୋ ଉଭୟ ସହବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି ସେ ତାହାର ସହବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ, ରାତିରେ ଲାବନ ଯାକୁବଙ୍କ ପାଇଁ ତାଙ୍କର ଝିଅ ଲେୟାକୁ ଆଣିଲେ। ଯାକୁବ ଏବଂ ଲେୟା ଉଭୟ ସହବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
Odia IRV 2017 (ଓଡିଆ ବାଇବେଲ)
ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।