Genesis 29:24 — Compare Translations

5 translations compared side by side

Odia - 1840
"ଆଉ ଲାବନ ଆପଣା କନ୍ଯା ଲୟୋର ଦାସୀ ହବୋ ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକି ଦେଲା।