Genesis 29:25 — Compare Translations

5 translations compared side by side

Odia - 1840
"ତା' ପରଦିନ ପ୍ରଭାତ ରେ ଯାକୁବ ଦେଖିଲା ସେ ଯାହା ସହିତ ରାତି ବିତାଇଛି ସେ ଲୟୋ ଥିଲା। ଯାକୁବ ଲାବନକୁ କହିଲା, ତୁମ୍ଭେ ମାେତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ୟଦ୍ବାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମାେତେ ଠକିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନକୁ କହିଲା, ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କଲ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କିହେତୁ ମୋତେ ପ୍ରବଞ୍ଚନା କଲ?
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ପ୍ରଭାତରେ ଯାକୁବ ଦେଖିଲେ ସେ ଯାହା ସହିତ ରାତି ବିତାଇଛନ୍ତି ସେ ଲେୟା ଥିଲା। ଯାକୁବ ଲାବନକୁ କହିଲେ, “ତୁମ୍ଭେ ମୋତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ଯଦ୍ଦ୍ୱାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମୋତେ ଠକିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋ’ ସହିତ ଏ କି ବ୍ୟବହାର କରିଅଛ? ମୁଁ କ’ଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”