Genesis 29:26 — Compare Translations

5 translations compared side by side

Odia - 1840
"ଲାବନ କହିଲା, ଆମ୍ଭ ଦେଶ ରେ ଅଛି ଯେ ବଡ଼ ବିବାହ କରିବା ପୂର୍ବରୁ ସାନ ବିବାହ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲାବନ କହିଲା, ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲାବନ କହିଲେ, “ଆମ୍ଭ ଦେଶରେ ଅଛି ଯେ, ବଡ଼ ବିବାହ କରିବା ପୂର୍ବରୁ ସାନ ବିବାହ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।