Genesis 29:27 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଏଠା ରେ ବିବାହ ଉତ୍ସବ ସାତଦିନ ଧରି ପାଳନ କର ତା'ପରେ ମୁଁ ତୁମ୍ଭକୁ ରାହେଲ ସହିତ ବିବାହ ଦବେି। କିନ୍ତୁ ତୁମ୍ଭକୁ ମାେ ପାଇଁ ଆଉ ସାତବର୍ଷ ପରିଶ୍ରମ କରିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯେବେ ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଏଠାରେ ବିବାହ ଉତ୍ସବ ସାତ ଦିନ ଧରି ପାଳନ କର ତା’ପରେ ମୁଁ ତୁମ୍ଭକୁ ରାହେଲ ସହିତ ବିବାହ ଦେବି। କିନ୍ତୁ ତୁମ୍ଭକୁ ମୋ’ ପାଇଁ ଆଉ ସାତ ବର୍ଷ ପରିଶ୍ରମ କରିବାକୁ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
Odia IRV 2017 (ଓଡିଆ ବାଇବେଲ)
ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”