Genesis 29:28 — Compare Translations

5 translations compared side by side

Odia - 1840
"ତେଣୁ ଯାକୁବ ଏହିପରି କଲେ, ଏବଂ ଏକ ସପ୍ତାହ ବିତାଇଲେ। ଏହାପରେ ଲାବନ ରାହେଲକୁ ତା'ର ସ୍ତ୍ରୀ ଭାବେ ତାଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ଏହିପରି କଲେ, ଏବଂ ଏକ ସପ୍ତାହ ବିତାଇଲେ। ଏହା ପରେ ଲାବନ ରାହେଲକୁ ତା’ର ସ୍ତ୍ରୀ ଭାବେ ତାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରି ଦେଲା।