Genesis 29:3 — Compare Translations

5 translations compared side by side

Odia - 1840
"ଯେତବେେଳେ ସବୁ ମଷେପଲ ସହେି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତବେେଳେ ମଷେପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମଷେମାନେ ପାଣି ପିଇ ସାରିବା ପରେ ସମାନେେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସବୁ ମେଷପଲ ସେହି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତେବେଳେ ମେଷପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମେଷମାନେ ପାଣି ପିଇ ସାରିବା ପରେ ସେମାନେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।