Genesis 29:30 — Compare Translations

5 translations compared side by side

Odia - 1840
"ତେଣୁ ଯାକୁବ ରାହେଲ ସହିତ ସହବାସ କଲେ, ଏବଂ ଯାକୁବ ଲୟୋ ଅପେକ୍ଷା ରାହେଲକୁ ଅଧିକ ଭଲ ପାଇଲେ। ଯାକୁବ ଲାବନ ପାଇଁ ଆଉ ସାତ ବର୍ଷ କାମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯାକୁବ ରାହେଲ ସହିତ ସହବାସ କଲେ, ଏବଂ ଯାକୁବ ଲେୟା ଅପେକ୍ଷା ରାହେଲକୁ ଅଧିକ ଭଲ ପାଇଲେ। ଯାକୁବ ଲାବନ ପାଇଁ ଆଉ ସାତ ବର୍ଷ କାମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।