Genesis 29:31 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଦେଖିଲେ ଲଯା ଘୃଣିତ ହେଉଛି, ସେଥିପାଇଁ ସଦାପ୍ରଭୁ ଲୟୋକୁ ଗର୍ଭବତୀ କରାଇଲେ। ରାହେଲର କୌଣସି ସନ୍ତାନ ଜନ୍ମ ହେଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବର ପରିବାର ବଢ଼ିଲେ ସଦାପ୍ରଭୁ ଦେଖିଲେ ଲେୟା ଘୃଣିତ ହେଉଛି, ସେଥିପାଇଁ ସଦାପ୍ରଭୁ ଲେୟାକୁ ଗର୍ଭବତୀ କରାଇଲେ। ରାହେଲର କୌଣସି ସନ୍ତାନ ଜନ୍ମ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।