Genesis 29:32 — Compare Translations

5 translations compared side by side

Odia - 1840
"ଲୟୋ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବନ୍େ ଦେଲେ। ଲୟୋ ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, ସଦାପ୍ରଭୁ ମାରେ ଦୁଃଖ ଦେଖି ଅଛନ୍ତି। ମାରେ ସ୍ବାମୀ ମାେତେ ଭଲ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ଵାମୀ ମୋତେ ଭଲ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବେନ୍ ଦେଲେ। ଲେୟା ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, “ସଦାପ୍ରଭୁ ମୋର ଦୁଃଖ ଦେଖି ଅଛନ୍ତି। ମୋର ସ୍ୱାମୀ ମୋତେ ଭଲ ପାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।”