Genesis 29:33 — Compare Translations

5 translations compared side by side

Odia - 1840
"ଲୟୋ ପୁନ୍ନରାଯ ଗର୍ଭବତୀ ହାଇେ ଅନ୍ୟ ଏକ ପୁତ୍ର ସନ୍ତାନ ଜନ୍ମ ଦଲୋ। ସେ ତାଙ୍କର ନାମ ଦଲୋଶିମିଯୋନ, ସେ ଶୁଣି ପାରିଲା। ଲୟୋ କହିଲା, ସଦାପ୍ରଭୁ ଶୁଣିଲେ ଯେ ମାେ ସ୍ବାମୀ ମାେତେ ଘୃଣା କରନ୍ତି। ତେଣୁ ସେ ମାେ କୋଳ ରେ ଏହି ସନ୍ତାନ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ; ଏଣୁ ସେ ତାହାର ନାମ ଶିମୀୟୋନ୍ (ଶ୍ରବଣ) ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟା ପୁନରାୟ ଗର୍ଭବତୀ ହୋଇ ଅନ୍ୟ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାଙ୍କର ନାମ ଦେଲେ ଶିମିୟୋନ, ସେ ଶୁଣି ପାରିଲା। ଲେୟା କହିଲେ, “ସଦାପ୍ରଭୁ ଶୁଣିଲେ ଯେ ମୋ’ ସ୍ୱାମୀ ମୋତେ ଘୃଣା କରନ୍ତି। ତେଣୁ ସେ ମୋ’ କୋଳରେ ଏହି ସନ୍ତାନ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।