Genesis 29:34 — Compare Translations
5 translations compared side by side
Odia - 1840
"ଲୟୋ ପୁଣି ଗର୍ଭବତୀ ହେଲା, ଏବଂ ଅନ୍ୟ ଏକ ପୁତ୍ର ସନ୍ତାନକୁ ଜନ୍ମ ଦଲୋ। ସେ ସହେି ପିଲାର ନାମ ଦେଲେ ଲବେୀ। ଲୟୋ କହିଲା, ଏବେ ମାେ ସ୍ବାମୀ ମାେତେ ମାଠାେ ରେ ଆସକ୍ତ ହବେେ। ଯେ ହତେୁ ମୁଁ ତାଙ୍କୁ ତିନୋଟି ପୁତ୍ର ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ଏଥର ସ୍ଵାମୀ ମୋʼଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି; ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେୟା ପୁଣି ଗର୍ଭବତୀ ହେଲେ, ଏବଂ ଅନ୍ୟ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେ ସେହି ପିଲାର ନାମ ଦେଲା ଲେବୀ। ଲେୟା କହିଲେ, “ଏବେ ମୋ’ ସ୍ୱାମୀ ମୋ’ଠାରେ ଆସକ୍ତ ହେବେ। ଯେହେତୁ ମୁଁ ତାଙ୍କୁ ତିନୋଟି ପୁତ୍ର ଦେଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋ’ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।