Genesis 29:35 — Compare Translations

5 translations compared side by side

Odia - 1840
"ଏହାପରେ ଲୟୋ ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦଲୋ ଯିହୁଦା, ସେ କହିଲେ, ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି। ଏହାପରେ ଲୟୋ ପିଲା ଜନ୍ମ କରିବା ବନ୍ଦ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା । ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।