Genesis 29:5 — Compare Translations
5 translations compared side by side
Odia - 1840
"ଏହାପରେ ଯାକୁବ କହିଲେ, ତୁମ୍ଭମାନେେ ଲାବନଙ୍କୁ ଜାଣିଛ କି, ଯେ କି ନାହାରେ ପୁତ୍ର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାକୁବ ପଚାରିଲା, ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ କହିଲେ, “ତୁମ୍ଭେମାନେ ଲାବନଙ୍କୁ ଜାଣିଛ କି, ଯେ କି ନାହୋରର ପୁତ୍ର?” ମେଷପାଳକମାନେ କହିଲେ, “ହଁ, ଆମ୍ଭେମାନେ ତାଙ୍କୁ ଜାଣିଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।”