Genesis 29:6 — Compare Translations
5 translations compared side by side
Odia - 1840
"ଏହାପରେ ଯାକୁବ ତାଙ୍କୁ ପଚାରିଲେ, ସେ କିପରି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବ ପଚାରିଲା, ସେ କୁଶଳରେ ଅଛନ୍ତି ତ? ସେମାନେ କହିଲେ, କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ସେ କିପରି ଅଛନ୍ତି?” ସେମାନେ ଉତ୍ତର ଦେଲେ, “ସେ ଭଲ ଅଛନ୍ତି, ତାଙ୍କର ସମସ୍ତ କୁଶଳ। ଦେଖ ତାଙ୍କର କନ୍ୟା ରାହେଲ ତାଙ୍କ ମେଷପଲ ସହିତ ଆସୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”