Genesis 29:7 — Compare Translations

5 translations compared side by side

Odia - 1840
"ଯାକୁବ କହିଲେ, ଦେଖ ଏବେ ବହୁତ ବଳେ ଅଛି। ମଷେପଲ ଏକତ୍ର କରିବାର ସମୟ ହାଇନୋହିଁ। ତୁମ୍ଭମାନେେ ମଷଗେଣଙ୍କୁ ଜଳପାନ କରାଇ ପୁନ୍ନର୍ବାର ଚରାଇବାକୁ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯାକୁବ କହିଲା, ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବ କହିଲେ, “ଦେଖ, ଏବେ ବହୁତ ବେଳ ଅଛି। ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ। ତୁମ୍ଭେମାନେ ମେଷଗଣଙ୍କୁ ଜଳପାନ କରାଇ ପୁନର୍ବାର ଚରାଇବାକୁ ନେଇଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”