Genesis 29:8 — Compare Translations

5 translations compared side by side

Odia - 1840
"କିନ୍ତୁ ମଷେପାଳକ କହିଲେ, ଯେପର୍ୟ୍ଯନ୍ତ ସମସ୍ତ ମଷେ ଏକତ୍ର ନ ହାଇେଛନ୍ତି ସେ ପର୍ୟ୍ଯନ୍ତ ଆମ୍ଭେ ଏହା କରିପାରିବୁ ନାହିଁ। ସମସ୍ତ ଏକତ୍ର ହବୋପରେ ଆମ୍ଭେ କୂପ ସମ୍ମୁଖରୁ ପଥର କାଢିବୁ ଏବଂ ସମସ୍ତ ମଷେମାନେ ପାଣି ପିଇପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ କହିଲେ, ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମେଷପାଳକ କହିଲେ, “ଯେପର୍ଯ୍ୟନ୍ତ ସମସ୍ତ ମେଷ ଏକତ୍ର ନ ହୋଇଛନ୍ତି ସେ ପର୍ଯ୍ୟନ୍ତ ଆମ୍ଭେ ଏହା କରି ପାରିବୁ ନାହିଁ। ସମସ୍ତ ଏକତ୍ର ହେବାପରେ ଆମ୍ଭେ କୂପ ସମ୍ମୁଖରୁ ପଥର କାଢ଼ିବୁ ଏବଂ ସମସ୍ତ ମେଷମାନେ ପାଣି ପିଇ ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”