Genesis 29:9 — Compare Translations

5 translations compared side by side

Odia - 1840
"ଯେତବେେଳେ ଯାକୁବ ମଷେପାଳକମାନଙ୍କ ସହିତ କଥା ହେଉଥିଲେ ସହେି ସମୟରେ ରାହେଲ ତାଙ୍କ ପିତାଙ୍କର ମଷେପଲ ସହିତ ଉପସ୍ଥିତ ହେଲେ। ନିଜ ପାତାଙ୍କ ମଷେମାନଙ୍କର ଯତ୍ନ ନବୋ ଏହା ରାହେଲଙ୍କର କାର୍ୟ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯାକୁବ ମେଷପାଳକମାନଙ୍କ ସହିତ କଥା ହେଉଥିଲେ ସେହି ସମୟରେ ରାହେଲ ତାଙ୍କ ପିତାଙ୍କର ମେଷପଲ ସହିତ ଉପସ୍ଥିତ ହେଲେ। ନିଜ ପିତାଙ୍କ ମେଷମାନଙ୍କର ଯତ୍ନ ନେବା ରାହେଲଙ୍କର କାର୍ଯ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।