Genesis 3:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧିଅରେ ସର୍ପ ସମସ୍ତଙ୍କଠାରୁ ଚ଼ତୁର ଥିଲା। ସର୍ପଟି ସ୍ତ୍ରୀ ଲୋକଟିକୁ କହିଲା, ଏହା କ'ଣ ସତ୍ଯ ଯେ ପରମେଶ୍ବର ଉଦ୍ୟାନର କୌଣସି ବୃକ୍ଷର ଫଳ ନଖାଇବା ପାଇଁ ତୁମ୍ଭଙ୍କୁ କହିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପରମେଶ୍ଵରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳଥିଲା । ସେ ନାରୀଙ୍କି କହିଲା, ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ଵର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ପାପର ଆରମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧ୍ୟରେ ସର୍ପ ସମସ୍ତଙ୍କଠାରୁ ଚତୁର ଥିଲା। ସର୍ପଟି ସ୍ତ୍ରୀଲୋକଟିକୁ କହିଲା, “ଏହା କ’ଣ ସତ୍ୟ ଯେ ପରମେଶ୍ୱର ଉଦ୍ୟାନର କୌଣସି ବୃକ୍ଷର ଫଳ ନ ଖାଇବା ପାଇଁ ତୁମ୍ଭଙ୍କୁ କହିଲେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?”