Genesis 3:10 — Compare Translations
5 translations compared side by side
Odia - 1840
"ମନୁଷ୍ଯ ଉତ୍ତର ଦେଲେ, ମୁଁ ତୁମ୍ଭେ ଉଦ୍ୟାନ ରେ ଚ଼ାଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚ଼ିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତର କଲେ, ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଉତ୍ତର ଦେଲା, “ମୁଁ ତୁମ୍ଭେ ଉଦ୍ୟାନରେ ଗ୍ଭଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”