Genesis 3:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବର ଆଦମକୁ କହିଲେ, ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କଣ ଉଦ୍ୟାନର ସହେି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ଆଦମକୁ କହିଲେ, “ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କ’ଣ ଉଦ୍ୟାନର ସେହି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”