Genesis 3:12 — Compare Translations

5 translations compared side by side

Odia - 1840
"ମନୁଷ୍ଯ ଉତ୍ତର ଦଲୋ, ତୁମ୍ଭେ ମାେ ପାଇଁ ଯେଉଁ ସ୍ତ୍ରୀ ତିଆରି କରିଥିଲ ସେ ମାେତେ ସହେି ଫଳ ଖାଇବାକୁ ଦଲୋ। ତେଣୁ ମୁଁ ତାହା ଖାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଦମ କହିଲେ, ତୁମ୍ଭେ ଯେଉଁ ସ୍ତ୍ରୀଙ୍କି ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଉତ୍ତର ଦେଲା, “ତୁମ୍ଭେ ମୋ’ ପାଇଁ ଯେଉଁ ସ୍ତ୍ରୀ ତିଆରି କରିଥିଲ, ସେ ମୋତେ ସେହି ଫଳ ଖାଇବାକୁ ଦେଲା। ତେଣୁ ମୁଁ ତାହା ଖାଇଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
Odia IRV 2017 (ଓଡିଆ ବାଇବେଲ)
ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”