Genesis 3:13 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକକୁ କହିଲେ, ଏପରି ତୁମ୍ଭେ କାହିଁକି କଲ? ସ୍ତ୍ରୀ ଲୋକଟି ଉତ୍ତର ଦଲୋ, ସର୍ପ ମାେତେ ଭୁଲାଇ ଦଲୋ, ତହିଁରେ ମୁଁ ତାକୁ ଖାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ପରମେଶ୍ଵର ନାରୀଙ୍କି କହିଲେ, ଏ କି କଲ? ନାରୀ କହିଲେ, ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ପରମେଶ୍ୱର ସେହି ସ୍ତ୍ରୀଲୋକକୁ କହିଲେ, “ଏପରି ତୁମ୍ଭେ କାହିଁକି କଲ?” ସ୍ତ୍ରୀଲୋକଟି ଉତ୍ତର ଦେଲା, “ସର୍ପ ମୋତେ ଭୁଲାଇ ଦେଲା, ତହିଁରେ ମୁଁ ତାକୁ ଖାଇଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”