Genesis 3:14 — Compare Translations

5 translations compared side by side

Odia - 1840
"ସେଥିପାଇଁ ସଦାପ୍ରଭୁ ପରମେଶ୍ବର ସର୍ପକୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ପରମେଶ୍ଵର ସର୍ପକୁ କହିଲେ, ଏହି କାର୍ଯ୍ୟ କରିବା ହେତୁରୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଯେହେତୁ ତୁମ୍ଭେ ଏହା କରିଅଛ, ତୁମ୍ଭେ ଅନ୍ୟ ପ୍ରାଣୀମାନଙ୍କଠାରୁ ଅଧିକ କଷ୍ଟ ଭୋଗିବ, ତୁମ୍ଭେ ତୁମ୍ଭର ପେଟରେ ଜୀବନସାରା ଘୁଷୁଡ଼ିବ ଓ ତୁମ୍ଭେ ଧୂଳି ଖାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।