Genesis 3:15 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭଙ୍କୁ ନାରୀର ଶତୃ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ବୈରଭାବ ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକି ଆଘାତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ନାରୀର ଶତ୍ରୁ କରିବି। ମୁଁ ତୁମ୍ଭର ପିଲାମାନଙ୍କୁ ଓ ତାହାର ପିଲାମାନଙ୍କ ମଧ୍ୟରେ ଶତ୍ରୁତା କରାଇବି। ତୁମ୍ଭେ ତା’ର ପିଲାର ଗୋଇଠିକୁ କାମୁଡ଼ିବ, କିନ୍ତୁ ସେ ତୁମ୍ଭର ମସ୍ତକକୁ ଆଘାତ କରି ଚୂର୍ଣ୍ଣ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”