Genesis 3:16 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକଟିକୁ କହିଲେ, ମୁଁ ତୁମ୍ଭର କାର୍ୟ୍ଯଭାର ଏବଂ ତୁମ୍ଭର ଗର୍ଭ ବଦନୋ ମଧ୍ଯ ବଢ଼ାଇବି। ତୁମ୍ଭେ ବ୍ଯଥା ରେ ସନ୍ତାନ ପ୍ରସବ କରିବ। ପୁଣି ସ୍ବାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କତ୍ତୃର୍ତ୍ବ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ନାରୀଙ୍କି କହିଲେ, ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି ସ୍ଵାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ଵ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ପରମେଶ୍ୱର ସେହି ସ୍ତ୍ରୀଲୋକଟିକୁ କହିଲେ, “ମୁଁ ତୁମ୍ଭର କାର୍ଯ୍ୟଭାର ଏବଂ ତୁମ୍ଭର ଗର୍ଭବେଦନା ମଧ୍ୟ ବଢ଼ାଇବି। ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ। ପୁଣି ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”