Genesis 3:17 — Compare Translations
5 translations compared side by side
Odia - 1840
"ଏହାପର ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ କହିଲେ, ମୁଁ ତୁମ୍ଭକୁ ସହେି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦଇେଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସହେି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ଥ ହେଲା, ତୁମ୍ଭେ ତୁମ୍ଭର ୟାବଜ୍ଜୀବନ କ୍ଲେଶ ରେ ତହିଁରୁ ଭକ୍ଷ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଆଦମଙ୍କୁ କହିଲେ, ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ କହିଲେ, “ମୁଁ ତୁମ୍ଭକୁ ସେହି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦେଇଥିଲି କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସେହି ଫଳ ଖାଇଲ। ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ତ ହେଲା, ତୁମ୍ଭେ ତୁମ୍ଭର ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
Odia IRV 2017 (ଓଡିଆ ବାଇବେଲ)