Genesis 3:18 — Compare Translations
5 translations compared side by side
Odia - 1840
"ଭୂମିରେ କଣ୍ଟା ବୁଦା ଜନ୍ମିବ। ତୁମ୍ଭେ କ୍ଷେତ୍ରର ଉତ୍ପାଦନ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମିରେ କଣ୍ଟା ବୁଦା ଜନ୍ମିବ। ତୁମ୍ଭେ କ୍ଷେତ୍ରର ଉତ୍ପାଦନ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।