Genesis 3:2 — Compare Translations

5 translations compared side by side

Odia - 1840
"ସ୍ତ୍ରୀ ଲୋକଟି କହିଲା, ଆମ୍ଭେ ବୃକ୍ଷଗୁଡ଼ିକର ଫଳ ଖାଇପାରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାରୀ ସର୍ପକୁ କହିଲେ, ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀଲୋକଟି କହିଲା, “ଆମ୍ଭେ ବୃକ୍ଷଗୁଡ଼ିକର ଫଳ ଖାଇ ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
Odia IRV 2017 (ଓଡିଆ ବାଇବେଲ)
ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;