Genesis 3:20 — Compare Translations
5 translations compared side by side
Odia - 1840
"ମନୁଷ୍ଯ ତା'ର ସ୍ତ୍ରୀର ନାମ ଦଲୋ, ହବା। ଆଦମ ତାଙ୍କର ଏପରି ନାମକରଣ କରିଥିଲା, କାରଣ ସେଥିଲେ ଜୀବିତ ପ୍ରାଣୀମାନଙ୍କ ସକଳର ମାତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆଦମ ଆପଣା ଭାର୍ଯ୍ୟାର ନାମ ହବା (ଜୀବନ) ଦେଲେ, ଯେହେତୁ ସେ ଜୀବିତ ସକଳର ମାତା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ତା’ର ସ୍ତ୍ରୀର ନାମ ହବା, ଦେଲା। ଆଦମ ତା’ର ଏପରି ନାମକରଣ କରିଥିଲା, କାରଣ ସେ ଥିଲା ଜୀବିତ ପ୍ରାଣୀମାନଙ୍କ ସକଳର ମାତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।